Afghanistan Airport
ଆତଙ୍କବାଦୀଙ୍କ ଟାର୍ଗେଟରେ ଆଫଗାନିସ୍ତାନ ରାଜଧାନୀ କାବୁଲ ଏୟାରପୋର୍ଟ। ଯେକୌଣସି ମୁହୂର୍ତ୍ତରେ କାବୁଲ ସ୍ଥିତ ହମିଦ କର୍ଜାଇ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଆତଙ୍କବାଦୀମାନେ ଆକ୍ରମଣ କରିପାରନ୍ତି। ତେଣୁ ବିମାନ ବନ୍ଦରର ଆଖପାଖକୁ ନ ଆସିବା ପାଇଁ ନିଜ ନିଜ ନାଗରିକଙ୍କୁ ସତର୍କ କରାଇ ଦେଇଛନ୍ତି ଆମେରିକା, ବ୍ରିଟେନ ଓ ଅଷ୍ଟ୍ରେଲିଆ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)