Last updated: 05 December 2023, 01:15 PM IST
ପୁଅକୁ କୁଣ୍ଢେଇ ଭୋ ଭୋ କାନ୍ଦୁଛି ମାଆ.. ସାହି ପଡ଼ିଶା ସମ୍ପର୍କୀୟ ମହିଳା ବି କାନ୍ଦୁଛନ୍ତି.. ଏପଟେ ପୁଅ ବି କାନ୍ଦୁଛି.. ହେଲେ ଏ କାନ୍ଦବୋବାଳି ଦୁଃଖ ଅବସାଦର ନୁହଁ ବରଂ ଖୁସିର.. ହରେଇବାର ଭୟରୁ ବାହାରି ଆସିବା ପରେ, ପୁଣି ଫେରିପାଇବାର ଖୁସିରେ ଏ କାନ୍ଦବୋବାଳି..