Vaccinate All School Teachers On Priority Basis | Health Minister Mansukh Mandaviya To State Govts
ସେପ୍ଟେମ୍ବର ୫ ଗୁରୁଦିବସ ପୂର୍ବରୁ ସବୁ ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା । ଶିକ୍ଷକଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦେବାକୁ କେନ୍ଦ୍ରର ଅନୁରୋଧ । ସବୁ ରାଜ୍ୟକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଆହ୍ୱାନ କରିଛନ୍ତି । ଏହି ମାସରେ ୨ କୋଟି ଡୋଜ ଭ୍ୟାକ୍ସିନ ଅଧିକ ଦିଆଯିବା ନେଇ ସୂଚନା । ଅନେକ ରାଜ୍ୟରେ ସ୍କୁଲ ଗୁଡିକ ଖୋଲୁଥିବାରୁ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଟିକା ପ୍ରଦାନ ନେଇ ଗୁରୁତ୍ୱ ଦିଆଯାଉଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)