Advertisment

ସେପ୍ଟେମ୍ବର ୫ ଗୁରୁଦିବସ ପୂର୍ବରୁ ସବୁ ଶିକ୍ଷକଙ୍କୁ ଦିଆଯିବ ଟିକା

ସେପ୍ଟେମ୍ବର ୫ ଗୁରୁଦିବସ ପୂର୍ବରୁ ସବୁ ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା । ଶିକ୍ଷକଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦେବାକୁ କେନ୍ଦ୍ରର ଅନୁରୋଧ ।

ଅଦ୍ୟତନ ହୋଇଛି
Advertisment

ସେପ୍ଟେମ୍ବର ୫ ଗୁରୁଦିବସ ପୂର୍ବରୁ ସବୁ ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା । ଶିକ୍ଷକଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦେବାକୁ କେନ୍ଦ୍ରର ଅନୁରୋଧ । ସବୁ ରାଜ୍ୟକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଆହ୍ୱାନ କରିଛନ୍ତି । ଏହି ମାସରେ ୨ କୋଟି ଡୋଜ ଭ୍ୟାକ୍ସିନ ଅଧିକ ଦିଆଯିବା ନେଇ ସୂଚନା । ଅନେକ ରାଜ୍ୟରେ ସ୍କୁଲ ଗୁଡିକ ଖୋଲୁଥିବାରୁ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଟିକା ପ୍ରଦାନ ନେଇ ଗୁରୁତ୍ୱ ଦିଆଯାଉଛି ।  

Advertisment
COVID-19 Vaccine Teacher
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ