ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ଅନୁଭବଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଅଗଷ୍ଟ ୧୦କୁ ଘୁଞ୍ଚିଲା । ଛାଡପତ୍ର ନେଇ ହୋଇଥିବା ମାମଲା ଆଜି ଫ୍ୟାମିଲି କୋର୍ଟରେ ମଧ୍ୟସ୍ଥତା କେନ୍ଦ୍ରରେ ହେବାର ଥିଲା ,ଏନେଇ ସାଂସଦ ଅନୁଭବ ମହାନ୍ତି ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ କିନ୍ତୁ ବର୍ଷା ପ୍ରିୟଦର୍ଶିନୀ କୋର୍ଟକୁ ଆସିନଥିଲେ । ତେବେ ପରବର୍ତ୍ତି ଶୁଣାଣି ଅଗଷ୍ଟ ୧୦କୁ ଘୁଞ୍ଚାଇ ଦିଆଯାଇଛି ।
Published: Sarbeswar
Last updated: 16 July 2021, 06:01 PM IST
ରାଜ୍ୟ ପାଇଁ ୯୫% ଟିକା ଦେବାକୁ କେନ୍ଦ୍ର ସରକାରଙ୍କ ଆଗରେ ଦାବି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକରେ ଦାବି କଲେ ମୁଖ୍ୟମନ୍ତ୍ରୀ।