Manabavad Sangathan
ମାନବବାଦ ସଙ୍ଗଠନ ନାଁରେ ଗୋଟିଏ ପରେ ଗୋଟିଏ ଗୁମର ଫିଟିବାରେ ଲାଗିଛି । ମାନବବାଦ ସଙ୍ଗଠନର ଅତ୍ୟାଚାରରେ ପ୍ରାୟ ୮ ବର୍ଷ ହେଲା ଗାଁ ଛାଡି ୬ ପରିବାର ଜଙ୍ଗଲରେ ରହୁଛନ୍ତି । ଖୋର୍ଦ୍ଧା ସଦର ଥାନା ଡାଳତୋଳା ଆଦିବାସୀ ସାହିରୁ ଏଭଳି ଅଭିଯୋଗ ଆସିଛି । ଏହି ସାହିର ୬ଟି ପରିବାର ମାନବବାଦ ସଙ୍ଗଠନର କଥା ନ ମାନିବାରୁ ଗାଁରୁ ସେମାନଙ୍କୁ ମାଡ଼ ମାରି ସଙ୍ଗଠନର ସଦସ୍ୟ ବାହାର କରି ଦେଇଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)