ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକଙ୍କ ଗିରଫ ମାମଲା। ଲୋକଙ୍କୁ ମିଛ କହି ଟଙ୍କା ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ୱେଲଫେୟାର ଗ୍ରୁପ୍ ଅଫ୍ କମ୍ପାନୀ ନା ରେ ୧୨୦୦ କୋଟି ଟଙ୍କାର ଠକେଇ କରିବାର ଅଭିଯୋଗ ରହିଛି। ଏନେଇ ତାଙ୍କୁ ପଚରାଉଚରା ଚାଲିଛି। ଓଡିଶାରେ ତାଙ୍କର ଅନେକ ସମ୍ପତ୍ତି ରହିଥିବାର ସୂଚନା ମିଳିଛି।
Published: Sarbeswar
Last updated: 17 September 2021, 06:37 PM IST
ଲୋଭ ହେଲା କାଳ ! ବନ୍ୟା ପାଣିରୁ କାଠ ଆଣିବାକୁ ଯାଇଥିବା ବେଳେ ୩ ଜଣ ବ୍ୟକ୍ତି ବନ୍ୟା ପାଣିରେ ଭାସି ଯାଇଥିବା ସୂଚନା ମିଳିଛି। ଅଗ୍ନିଶମ ବାହିନୀ ଜଣଙ୍କୁ ଉଦ୍ଧାର କରି ଥିବାବେଳେ ୨ ଜଣ ନିଖୋଜ ଅଛନ୍ତି। ଆଜି ବୈତରଣୀ ନଦୀର ଆନନ୍ଦପୁର ବ୍ୟାରେଜରେ ଏହି ଘଟଣା ଘଟିଛି।