Advertisment

ଜଳବନ୍ଦୀ ଜୀବନ,୩ ମାସ ହେବ ପାଣି ଘେରରେ ୪୦ଟି ପରିବାର

ପାଣିଘେରରେ ଅଛନ୍ତି ୪୦ଟି ପରିବାର । ଘରୁ ଗୋଡ଼ କାଢ଼ିଲେ ଆଣ୍ଠୁଏ ଆଣ୍ଠୁଏ ପାଣି। ଦୀର୍ଘ ୩ ମାସରୁ ଅଧିକ ସମୟ ହେବ ପାଣିଘେରରେ ଅଛନ୍ତି ଗ୍ରାମବାସୀ । ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଖପରପଦା ଗାଁର ୪୦ ପରିବାର ରାତି ପାହିଲେ ଏପରି ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳ ବୁଲି ନିଜ ଦାୟିତ୍ୱ ସାରିଛନ୍ତି।

author-image
Pallipuspa Samal
ଅଦ୍ୟତନ ହୋଇଛି

ପାଣିଘେରରେ ଅଛନ୍ତି ୪୦ଟି ପରିବାର । ଘରୁ ଗୋଡ଼ କାଢ଼ିଲେ ଆଣ୍ଠୁଏ ଆଣ୍ଠୁଏ ପାଣି। ଦୀର୍ଘ ୩ ମାସରୁ ଅଧିକ ସମୟ ହେବ ପାଣିଘେରରେ ଅଛନ୍ତି ଗ୍ରାମବାସୀ ।  ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଖପରପଦା ଗାଁର ୪୦ ପରିବାର ରାତି ପାହିଲେ ଏପରି ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳ ବୁଲି ନିଜ ଦାୟିତ୍ୱ ସାରିଛନ୍ତି।

Advertisment
Odisha Balasore Water Logging
Advertisment
Advertisment