BJD
Advertisment
ଜଣକ ପରେ ଜଣେ ନେତା ମାମଲାରେ ଛନ୍ଦି ହେବା ପରେ ଦଳ ପାଇଁ ବଢୁଛି ଅଡୁଆ। କାହିଁକି ନା ୨୪ ନିର୍ବାଚନରେ ଏହି ପ୍ରସଙ୍ଗକୁ ବଡ଼ ମୁଦ୍ଦା କରିବାକୁ ସଜ ହେଲେଣି ବିରୋଧୀ। ନଗଦ ବରିଷ୍ଠ ନେତା ଅନଙ୍ଗ ଉଦୟ ସିଂ ଦେଓ ଏବଂ ବିଧାୟକ ଶଶିଭୂଷଣ ବେହେରାଙ୍କ ବିରୋଧରେ ବଧୂ ନିର୍ଯାତନା ଅଭିଯୋଗ ଏବେ ରାଜ୍ୟ ରାଜନୀତିରେ ପାଲଟିଛି ବଡ଼ ପ୍ରସଙ୍ଗ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us