Advertisment

ପୁଅ,ଝିଅକୁ କୂଅକୁ ଠେଲି ମାରିଲା ମା’ !

ପାରିବାରିକ କଳହର କରୁଣ ପରିଣତି। ୨ ପିଲାଙ୍କୁ କୂଅକୁ ଠେଲି ମା’ର ଆତ୍ମହତ୍ୟା ଉଦ୍ୟମ। କନ୍ଧମାଳ ଜିଲ୍ଲା ରାଇକିଆରେ ଏହି ଅଭାବନୀୟ ଘଟଣା ଘଟିଛି।

author-image
Sarbeswar
ଅଦ୍ୟତନ ହୋଇଛି

ପାରିବାରିକ କଳହର କରୁଣ ପରିଣତି। ୨ ପିଲାଙ୍କୁ କୂଅକୁ ଠେଲି ମା’ର ଆତ୍ମହତ୍ୟା ଉଦ୍ୟମ। କନ୍ଧମାଳ ଜିଲ୍ଲା ରାଇକିଆରେ ଏହି ଅଭାବନୀୟ ଘଟଣା ଘଟିଛି। ୨ ପିଲାଙ୍କୁ କୂଅକୁ ଠେଲି ଦେବା ଫଳରେ ସେମାନଙ୍କର ମୃତ୍ୟୁ ଘଟିଛି। 

Advertisment
Murder Odisha Kandhamal
Advertisment
Advertisment