Advertisment

ଆଜି ମହାପ୍ରଭୁଙ୍କ ରଥକାଠ ଅନୁକୁଳ

ଅକ୍ଷୟ ତୃତୀୟାରେ ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ। ସକାଳଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟକୁ ଆସିବ।

author-image
Otv Khabar Bureau

ଅକ୍ଷୟ ତୃତୀୟାରେ ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ। ସକାଳଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟକୁ ଆସିବ।

Advertisment
Puri Ratha Katha Anukula
Advertisment
Advertisment