ଦୀପାବଳିକୁ ନେଇ ଦ୍ୱନ୍ଦ୍ୱ, ଦ୍ୱିମତ। କେଉଁଦିନ ପାଳନ ହେବ କାଳୀପୂଜା ? କେଉଁଦିନ ପାଳିବେ ଦୀପାବଳି ଓ ପୟାଶ୍ରାଦ୍ଧ ? ରାଜ୍ୟରେ ପ୍ରଚଳିତ ଭିନ୍ନ ଭିନ୍ନ ପଞ୍ଜିକା ଓ କ୍ୟାଲେଣ୍ଡରରେ ଉଭୟ ପର୍ବ ପାଳନର ଦିନ ଅଲଗା ଅଲଗା ଥିବାରୁ ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟ ଦେଖାଦେଇଛି ଦ୍ୱନ୍ଦ୍ୱ । ରାଜ୍ୟର କିଛି ଭାଗରେ ଲୋକେ ଅକ୍ଟୋବର ୩୧ ଗୁରୁବାର ହିଁ କାଳୀପୂଜା ସାଙ୍ଗକୁ ଦୀପାବଳି ଓ ପୟାଶ୍ରାଦ୍ଧ ପାଳନ କରିବାକୁ ଯାଉଛନ୍ତି।
Published By: Satyendu Shekher Mishra
Last updated: 28 October 2024, 10:22 PM IST
ଆୟୁର୍ବେଦ ମତ ଅନୁଯାୟୀ, ଶୀତଦିନେ କାଞ୍ଜି ଶରୀର ପାଇଁ ବେଶ୍ ଲାଭଦାୟକ। ଏହା ପେଜ ଓ ତୋରାଣିରୁ ପ୍ରସ୍ତୁତ ହେଉଥିବାରୁ ଏହାକୁ ଖାଇଲେ ପେଟ ଥଣ୍ଡା ରହିଥାଏ। ଆସନ୍ତୁ ଜାଣିବା ଏହାର ଅନ୍ୟାନ୍ୟ ଫାଇଦା।