Diwali Confusion
Advertisment
ଦୀପାବଳିକୁ ନେଇ ଦ୍ୱନ୍ଦ୍ୱ, ଦ୍ୱିମତ। କେଉଁଦିନ ପାଳନ ହେବ କାଳୀପୂଜା ? କେଉଁଦିନ ପାଳିବେ ଦୀପାବଳି ଓ ପୟାଶ୍ରାଦ୍ଧ ? ରାଜ୍ୟରେ ପ୍ରଚଳିତ ଭିନ୍ନ ଭିନ୍ନ ପଞ୍ଜିକା ଓ କ୍ୟାଲେଣ୍ଡରରେ ଉଭୟ ପର୍ବ ପାଳନର ଦିନ ଅଲଗା ଅଲଗା ଥିବାରୁ ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟ ଦେଖାଦେଇଛି ଦ୍ୱନ୍ଦ୍ୱ । ରାଜ୍ୟର କିଛି ଭାଗରେ ଲୋକେ ଅକ୍ଟୋବର ୩୧ ଗୁରୁବାର ହିଁ କାଳୀପୂଜା ସାଙ୍ଗକୁ ଦୀପାବଳି ଓ ପୟାଶ୍ରାଦ୍ଧ ପାଳନ କରିବାକୁ ଯାଉଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us