ବାଲିଯାତ୍ରା କାହା ପାଇଁ ବୁଲାବୁଲି ମଜା, ତ ଆଉ କାହାପାଇଁ କିଣାକିଣି। ହେଲେ ସମସ୍ତଙ୍କ ମନ ଟାଣେ ଖାଦ୍ୟର ପସରା ଆଡ଼କୁ। ଏ ବର୍ଷ ବାଲିଯାତ୍ରାରେ ତଳ ଓ ଉପର ପଡିଆକୁ ମିଶାଇ ପ୍ରାୟ ୬ ଶହରୁ ଅଧିକ ଫୁଡ୍ ଷ୍ଟଲ୍ ଖୋଲିଥିବା ବେଳେ, ସେଠି ମିଳୁଛି ଆମିଷ ନିରାମିଷର ଭଳି କି ଭଳି ଖାଦ୍ୟ।
Published: Sarbeswar
Last updated: 12 November 2022, 10:21 PM IST
କରୋନା ସମୟରେ ପ୍ରଭାବିତ ହୋଇଥିବା ପାଠପଢାକୁ କେତେ ଭରଣା କରିଛନ୍ତି ସ୍କୁଲ୍? ପ୍ରାଥମିକ ସ୍ତରରେ ପିଲାଙ୍କ ଦକ୍ଷତା କେତେ ବଢିଛି? ଏହା ଜାଣିବାକୁ ଗଣଶିକ୍ଷା ବିଭାଗ ପରୀକ୍ଷା ବ୍ୟବସ୍ଥା ଲାଗୁ କରିବାକୁ ଯାଉଛି