ଦିନକ ପରେ ଦେଶ ପାଳିବ ୭୭ତମ ସ୍ୱାଧୀନତା ଦିବସ । ଦିଲ୍ଲୀରୁ ପଲ୍ଲୀଯାଏଁ ଚାଲିଛି ପ୍ରସ୍ତୁତି, ଲାଲକିଲାରେ ସରିଲା ଫୁଲ୍ ଡ୍ରେସ୍ ରିହର୍ସାଲ । ଏପଟେ ରାଜ୍ୟସ୍ତରୀୟ ଉତ୍ସବ ଲାଗି ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ବି ଜୋରଦାର ପରେଡ୍ ଅଭ୍ୟାସ