Durga Puja
Advertisment
ଆଜି ମଣ୍ଡପରେ ଜଗଜ୍ଜନନୀ ମାଆ ଦୁର୍ଗାଙ୍କ ଷଷ୍ଠୀ ପୂଜା। କରୋନା କଟକଣା ଯୋଗୁଁ ଏଥର ନାହିଁ ସେଭଳି ଉତ୍ସାହ। ମଣ୍ଡପରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା କରାଯାଇଥିବାରୁ ଫେସବୁକ୍, ୟୁଟ୍ୟୁବ୍ ମାଧ୍ୟମରେ ପୂଜାର ଲାଇଭ୍ ବ୍ୟବସ୍ଥା କରିଛନ୍ତି ବିଭିନ୍ନ ପୂଜା କମିଟି। ସେପଟେ ଦେବୀ ପୀଠ ଗୁଡିକରେ ମାଆଙ୍କ ସପ୍ତମୀ ପୂଜା ହେଉଛି। ଗତକାଲି କଟକଚଣ୍ଡୀ ଓ ଗଡ଼ଚଣ୍ଡୀ ଗାୟତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ତେବେ ପ୍ରଶାସନର କରୋନା ପାଇଁ ଗତବର୍ଷ ଭଳି ଏବର୍ଷ ମଧ୍ୟ ଦଶହରା ପ୍ରସ୍ତୁତି ସମ୍ପୂର୍ଣ୍ଣ ଫିକା ହୋଇଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us