By: Satyendu Shekher Mishra
Last updated: 12 July 2021, 04:14 PM IST
ମୁଁ କୁନି ସେବାୟତ, ମାହାପୁରୁ ଭୋଗ ଖାଇଲେ ମୁଁ ମନ୍ତ୍ରପଢ଼େ । ବଡ଼ଦାଣ୍ଡରେ ରଥ ଦଉଡ଼ି ଧରି ଟାଣି ନେଉଛନ୍ତି କୁନି ସେବାୟତ । କାନ୍ଧରେ ଖଣ୍ଡୁଆ ପାଟ, କଣ୍ଠରେ ଅନର୍ଗଳ ମନ୍ତ୍ର ।