Maha Navami Being Celebrated Across Odisha Amid Covid-19 Shadow
Advertisment
By clicking the button, I accept the Terms of Use of the service and its Privacy Policy, as well as consent to the processing of personal data.
Don’t have an account? Signup
Maha Navami Being Celebrated Across Odisha Amid Covid-19 Shadow
ଆଜି ମହାମାୟାଙ୍କ ମହାନବମୀ ପୂଜା । ଆଜି ନବମୀରେ ମଣ୍ଡପରେ ସୂର୍ଯ୍ୟ ପୂଜା, ଗୋ ପୂଜା ପରେ ଆରତୀ କରାଯିବ । ୧୦୮ ଦୀପ ସମର୍ପଣ କରାଯାଇ ପଣା ଓ ନୈବେଦ୍ୟ ଅର୍ପଣ କରାଯିବ । କୋଭିଡ୍ କଟକଣା ଭିତରେ ବିଭିନ୍ନ ମଣ୍ଡପରେ ବିଧି ପାଳନ ପୂର୍ବକ ମାଆଙ୍କର ପୂଜାର୍ଚ୍ଚନା ହେଉଛି । ଚଣ୍ଡିପାଠରେ ଗୁଞ୍ଜରିତ ହେଉଛି ପରିବେଶ । ବିଭିନ୍ନ ମଣ୍ଡପରେ ପରଦା ଆଢୁଆଳରେ ପୂଜା ପାଉଛନ୍ତି ମା ଜଗତ୍ ଜନନୀ ଦୁର୍ଗା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)