Advertisment

ଆଜି ମହାମାୟାଙ୍କ ମହାଷ୍ଟମୀ

ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା। କୋଭିଡ୍ କଟକଣା ଭିତରେ ମଣ୍ଡପରେ ବିଧି ପାଳନ କରି ମା’ଙ୍କ ଅଷ୍ଟମୀ ପୂଜାର୍ଚ୍ଚନା କରାଯାଉଛି। ବିଭିନ୍ନ ମଣ୍ଡପରେ ପରଦା ଆଢୁଆଳରେ ପୂଜା ପାଉଛନ୍ତି ମା ଜଗତ ଜନନୀ। ମହାଷ୍ଟମୀ ପୂଜାରେ ଚଣ୍ଡୀପାଠରେ କମ୍ପୁଛି ପରିବେଶ।

author-image
Otv Khabar Bureau

ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା।  କୋଭିଡ୍ କଟକଣା ଭିତରେ ମଣ୍ଡପରେ ବିଧି ପାଳନ କରି ମା’ଙ୍କ ଅଷ୍ଟମୀ ପୂଜାର୍ଚ୍ଚନା କରାଯାଉଛି।  ବିଭିନ୍ନ ମଣ୍ଡପରେ ପରଦା ଆଢୁଆଳରେ ପୂଜା ପାଉଛନ୍ତି ମା ଜଗତ ଜନନୀ।  ମହାଷ୍ଟମୀ ପୂଜାରେ ଚଣ୍ଡୀପାଠରେ କମ୍ପୁଛି ପରିବେଶ।

Advertisment
Puja Mandaps Mahashtami COVID Restrictions
Advertisment
Advertisment