Advertisment

ଓଡ଼ିଆ ନବ ବର୍ଷ: ଗାଁଠୁ ସହର ଜମିଲା ପଣାପାଣିର ଆସର

ଓଡ଼ିଆ ନବ ବର୍ଷ, ମହା ବିଷୁବ ତଥା ପଣା ସଂକ୍ରାନ୍ତି। ଗାଁଠୁ ସହର, ମଠମନ୍ଦିର, ଆଖଡା ଶାଳରୁ ଆରମ୍ଭ କରି ଧାର୍ମିକ ଅନୁଷ୍ଠାନ, ସବୁଠି ଆଜି ଜମିଛି ପଣାପାଣିର ଆସର। ହିନ୍ଦୁ ଧର୍ମ ଅନୁସାରେ ଆଜିଠାରୁ ଆରମ୍ଭ ହୋଇଛି ସୌରମାନ ବର୍ଷର ପ୍ରଥମ ଦିନ। କୁହାଯାଏ ଆଜିଠାରୁ ସୂର୍ଯ୍ୟଦେବଙ୍କ ଉତ୍ତାପ ପୃଥିବୀ ପୃଷ୍ଠରେ ଅଧିକମାତ୍ରାରେ ଅନୁଭୂତ ହେବ। ଏହାକୁ ଦୃଷ୍ଟିରେ ରଖି ପଣାପାଣିର ପରମ୍ପରା ପ୍ରଚଳିତ ହେଉଛି।

Odia New Year Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ