""
ଉତ୍ସବ ଅନୁଷ୍ଠାନ Videos ପଡ଼ୁଛି ଆଲଟ, ଚାମର: ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛି କାଳିଆ ସାଆନ୍ତ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥଙ୍କୁ ଟାହିଆ ଲାଗି କରାଯାଇଛି 12 Jul 2021 09:23 ISTSarbeswar Follow UsPahandi Of Lord JagannathAdvertisment Read More Odisha Puri Ratha Jatra Puri Ratha Jatra 2021