ଆଜି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ଉତ୍ତରଦ୍ୱାର ନିକଟରେ ଶ୍ରାଦ୍ଧ ପ୍ରଦାନ କରାଯାଉଛି।ତିଳତର୍ପଣର ଅନ୍ତିମ ଦିବସ ପବିତ୍ର ଅମାବାସ୍ୟା ତିଥିରେ ଯେଉଁମାନେ ସେମାନଙ୍କ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇନଥିଲେ ସେମାନେ ଆଜି ମହାଳୟା ଅବସରରେ ଶ୍ରାଦ୍ଧ ପ୍ରଦାନ କରୁଛନ୍ତି।
Published: Pallipuspa Samal
Last updated: 25 September 2022, 12:02 PM IST
କର୍ମକ୍ଷେତ୍ର ଏବଂ ଅନ୍ଲାଇନ୍ ସମେତ ବିଭିନ୍ନ ସେଟିଂରେ ମହିଳାମାନଙ୍କ ପ୍ରତି ହେଉଥିବା ହିଂସା ତୀବ୍ର ହୋଇଛି। ପ୍ରାୟ ତିନିଜଣଙ୍କ ମଧ୍ୟରୁ ଜଣେ – ନିଜ ଜୀବନରେ ଅତି କମ୍ରେ ଥରେ ଶାରୀରିକ ହିଂସାର ଶିକାର ହେଉଛନ୍ତି।