Advertisment

ଏଥର ବାଲିଯାତ୍ରାରେ ରେକର୍ଡ ସଂଖ୍ୟାରେ ବେପାର

ଦେଶୀ ସାମଗ୍ରୀରୁ କାଶ୍ମୀର ଶଲ୍ । ହାତ ତିଆରି ମାଣିଆବନ୍ଧ ଶାଢିରୁ ବନାରସୀ ପାଟ । ଜିରା ଠାରୁ ହୀରା, ଶୁଖୁଆ ଠାରୁ ସୁନା, ସବୁକିଛି ମିଳୁଛି ବାଲିଯାତ୍ରାରେ । ସେଥିପାଇଁ ତ ଏଥର ଜମିଛି ନାହିଁ ନଥିବା ଭିଡ । ବ୍ୟବସାୟ ହେଉ ଅବା ଗ୍ରାହକଙ୍କ ଗହଳି ।

author-image
Manoranjan Behera

ଦେଶୀ ସାମଗ୍ରୀରୁ କାଶ୍ମୀର ଶଲ୍ । ହାତ ତିଆରି ମାଣିଆବନ୍ଧ ଶାଢିରୁ ବନାରସୀ ପାଟ । ଜିରା ଠାରୁ ହୀରା, ଶୁଖୁଆ ଠାରୁ ସୁନା, ସବୁକିଛି ମିଳୁଛି ବାଲିଯାତ୍ରାରେ । ସେଥିପାଇଁ ତ ଏଥର ଜମିଛି ନାହିଁ ନଥିବା ଭିଡ । ବ୍ୟବସାୟ ହେଉ ଅବା ଗ୍ରାହକଙ୍କ ଗହଳି ।

Advertisment
Cuttack Balijatra
Advertisment
Advertisment