Puri Jagannath Temple To Remain Out Of Bounds For Devotees For 2 Days
Advertisment
ଦୁଇ ଦିନ ଜଗା ଦର୍ଶନ ବନ୍ଦ। ଆଜି ଓ ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଆଜି ଶ୍ରୀମନ୍ଦିରରେ ସାନିଟାଇଜ୍ ହେବାକୁ ଥିବାବେଳେ କାଲି ବଡ଼ ଏକାଦଶୀ ପଡ଼ୁଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us