Advertisment

ଲୀଳାଖେଳା ସାରି ବାହୁଡ଼ିଲେ ଶ୍ରୀଜିଉ

ଜନ୍ମବେଦିରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ । ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ପାଖାପାଖି ପହଞ୍ଚି ସାରିଥିଲା ବେଳେ ପଛେ ପଛେ ଆସୁଛନ୍ତି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ କାଳିଆ ସାଆଁନ୍ତଙ୍କ ନନ୍ଦିଘୋଷ । ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ପାଇଁ ପୁରୀରେ ବିପୁଳ ଭକ୍ତଙ୍କର ସମାଗମ ।

author-image
Sujit kumar Swain

ଜନ୍ମବେଦିରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ । ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ପାଖାପାଖି ପହଞ୍ଚି ସାରିଥିଲା ବେଳେ ପଛେ ପଛେ ଆସୁଛନ୍ତି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ କାଳିଆ ସାଆଁନ୍ତଙ୍କ ନନ୍ଦିଘୋଷ । ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ପାଇଁ ପୁରୀରେ ବିପୁଳ ଭକ୍ତଙ୍କର ସମାଗମ । 

Advertisment
Ratha Yatra Ratha Jatra
Advertisment
Advertisment