ବଡ଼ଦାଣ୍ଡରେ ହଠାତ୍ ଚେତା ହରାଇଲେ
Advertisment
ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଲୋକାରଣ୍ୟ ଶ୍ରୀକ୍ଷେତ୍ର । ରଥ ଉପରେ ଶ୍ରୀଜିଉଙ୍କ ଦର୍ଶନ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସାହ। ମହାପ୍ରଭୁଙ୍କ ଦର୍ଶନ ଲାଗି ଠେଲାପେଲା ଗହଳି...ବ୍ୟାରିକେଡ ଭାଙ୍ଗିବାକୁ ଚେଷ୍ଟା କଲେ ଲୋକ। ଚାପି ହୋଇ ଚେତା ହରାଇଲେ ଶ୍ରଦ୍ଧାଳୁ...।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us