Advertisment

ଠାକୁରଙ୍କ ଅପେକ୍ଷାରେ ରଥ ଓ ଭକ୍ତ

ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଉଠୁଛି ପଡୁଛି ଶ୍ରୀକ୍ଷେତ୍ର ପୁରୀ। ଆସନ୍ତାକାଲି ଅପରାହ୍ଣ ୪ଟାରେ ରଥଟଣା ପାଇଁ ନୀତିନିର୍ଘଣ୍ଟ ହୋଇଛି।

Advertisment

ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା। ରାତିପାହିଲେ ରତ୍ନସିଂହାସନ ଛାଡ଼ି ଭକ୍ତଙ୍କ ଗହଣକୁ ଚାଲି ଆସିବେ କାଳିଆ ସାଆନ୍ତ। ରଥରେ ବିଜେକରି ନବଦିନ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଯିବେ ମହାପ୍ରଭୁ। ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଉଠୁଛି ପଡୁଛି ଶ୍ରୀକ୍ଷେତ୍ର ପୁରୀ। ଆସନ୍ତାକାଲି ଅପରାହ୍ଣ ୪ଟାରେ ରଥଟଣା ପାଇଁ ନୀତିନିର୍ଘଣ୍ଟ ହୋଇଛି।

Advertisment
Odisha Puri Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ