Niladri Bije
ବଡ଼ଦାଣ୍ଡରେ ସରି ଆସିଲା ଶ୍ରୀଜୀଉଙ୍କ ଲୀଳାଖେଳା। ଆଜି ନୀଳକନ୍ଦର ଫେରିବେ ନୀଳମଣି । ମହାପ୍ରଭୁଙ୍କର ୧୨ ଦିନର ମାନବୀୟ ଲୀଳାଖେଳାର ଆଜି ଅନ୍ତିମ ପର୍ବ ନୀଳାଦ୍ରିବେଜି। ରଥ ଉପରୁ ରତ୍ନସିଂହାସନକୁ ବିଜେ କରିବେ ମହାପ୍ରଭୁ । ରଥାରୁଢ଼ ଚତୁର୍ଦ୍ଧାମୂତ୍ତି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ପ୍ରବେଶ କରିବେ। ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ଶ୍ରୀବଳଭଦ୍ର ଓ ଉଭଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ଜନ୍ମବେଦୀ ଯାତ୍ରା କରିଥିଲେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)