Advertisment

ପହଣ୍ତି ବେଳେ ଅଘଟଣ

ପହଣ୍ତି ବେଳେ ଆଘଟଣ। ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର। ଚାରମାଳ ଉପରେ ହାମୁଡେଇ ପଡ଼ିଲେ ବଡ଼ ଠାକୁର। ପହଣ୍ଡିରେ ସାମିଲ ହୋଇଥିବା ୫ ସେବାୟତ ଆହତ ହୋଇଥିବା ନେଇ ସୂଚନା ମିଳିଛି। ଆହତ ସେବାୟତଙ୍କୁ ଆମ୍ବୁଲାନ୍ସରେ ମେଡିକାଲ୍‌ ସ୍ଥାନାନ୍ତର କରାଯାଇଛି।

ଅଦ୍ୟତନ ହୋଇଛି

Ratha Yatra Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ