By: Sarbeswar
Last updated: 26 May 2023, 09:32 PM IST
ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ ସହ ସରିଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା । ପ୍ରବଳ ଗରମ ଓ ଗୁଳୁଗୁଳି ସତ୍ତ୍ବେ ହର-ପାର୍ବତୀଙ୍କ ଯୁଗଳ ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ