ଜୁନ୍ ୧୯ ତାରିଖରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ଅନୁଷ୍ଠିତ ହେବ। ତେବେ ଶୃଙ୍ଖଳିତ ନବଯୌବନ ଦର୍ଶନ ନେଇ ପ୍ରେସ୍ମିଟ୍ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।ସକାଳ ୮ଟାରୁ ୯ଟା ଯାଏ ପାରମାଣିକ ଦର୍ଶନ ଅନୁଷ୍ଠିତ ହେବ। ପାରମାଣିକ ଟିକେଟ୍ ୧୦୦ ଟଙ୍କା ଥିବାବେଳେ ଦକ୍ଷିଣ ଦ୍ୱାର ଦେଇ ଯିବେ ଶ୍ରଦ୍ଧାଳୁ। ସକାଳ ୯ଟାରୁ ୧୧ଟା ସର୍ବସାଧାରଣ ଦର୍ଶନ ଚାଲିବ। ଏନେଇ ପ୍ରେସ୍ମିଟ୍ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।
Published By: Tanmay Kumar Mahalik
Last updated: 15 June 2023, 04:24 PM IST
ଆୟୁର୍ବେଦ ମତ ଅନୁଯାୟୀ, ଶୀତଦିନେ କାଞ୍ଜି ଶରୀର ପାଇଁ ବେଶ୍ ଲାଭଦାୟକ। ଏହା ପେଜ ଓ ତୋରାଣିରୁ ପ୍ରସ୍ତୁତ ହେଉଥିବାରୁ ଏହାକୁ ଖାଇଲେ ପେଟ ଥଣ୍ଡା ରହିଥାଏ। ଆସନ୍ତୁ ଜାଣିବା ଏହାର ଅନ୍ୟାନ୍ୟ ଫାଇଦା।