Advertisment

ଜୁନ୍‌ ୧୯ରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ

ଜୁନ୍‌ ୧୯ ତାରିଖରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ଅନୁଷ୍ଠିତ ହେବ। ତେବେ ଶୃଙ୍ଖଳିତ ନବଯୌବନ ଦର୍ଶନ ନେଇ ପ୍ରେସ୍‌ମିଟ୍‌ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।

Advertisment

ଜୁନ୍‌ ୧୯ ତାରିଖରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ଅନୁଷ୍ଠିତ ହେବ। ତେବେ ଶୃଙ୍ଖଳିତ ନବଯୌବନ ଦର୍ଶନ ନେଇ ପ୍ରେସ୍‌ମିଟ୍‌ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।ସକାଳ ୮ଟାରୁ ୯ଟା ଯାଏ ପାରମାଣିକ ଦର୍ଶନ ଅନୁଷ୍ଠିତ ହେବ। ପାରମାଣିକ ଟିକେଟ୍‌ ୧୦୦ ଟଙ୍କା ଥିବାବେଳେ ଦକ୍ଷିଣ ଦ୍ୱାର ଦେଇ ଯିବେ ଶ୍ରଦ୍ଧାଳୁ। ସକାଳ ୯ଟାରୁ ୧୧ଟା ସର୍ବସାଧାରଣ ଦର୍ଶନ ଚାଲିବ। ଏନେଇ ପ୍ରେସ୍‌ମିଟ୍‌ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

Advertisment
Ranjan Das Nabajouban Darshan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ