Advertisment

ଆସିଲେ ମାଆ....ହସିଲା କାଶତଣ୍ଡି

କାକର ଭିଜା ସରୁ ଓଢଣୀ ଟାଣି ହସୁଛି କାଶତଣ୍ତୀ ଫୁଲ । ସକାଳର ସୁରୁଜର ପହିଲି ଛୁଆଁରେ ଯେମିତି ଫୁଲେଇ ହେଉଛି । ହାଲକା ପବନରେ ନବ ବିବାହିତା ବୋହୂଟିଏ ପରି କେତେବେଳେ ନଇଁପଡ଼ୁଛି ତ ପୁଣି କେତେବେଳେ ମୁଣ୍ଡଟେକି ମୁରୁକି ହସି ଦେଉଛି ।

author-image
Pallipuspa Samal
Special Story
Advertisment
Advertisment