ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ଜନ୍ମୋତ୍ସବ। ଦୁଇ ଭାଇ ବଳଭଦ୍ର ଓ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଦୁଇ ଭାଇଙ୍କ ଭୁଜ ପାଇଁ ବାସୁଙ୍ଗା ପାଟରେ ୨ଟି ଲେଖାଏଁ ୪ଟି ବଡ଼ରାକ୍ଷୀ ପ୍ରସ୍ତୁତ ହୋଇଛି। ଆଜି ଏହାକୁ ଶ୍ରୀମନ୍ଦିରକୁ ନିଆଯିବ।
Published: Chandan Shishu
Last updated: 12 August 2022, 09:33 AM IST
ଆୟୁର୍ବେଦ ମତ ଅନୁଯାୟୀ, ଶୀତଦିନେ କାଞ୍ଜି ଶରୀର ପାଇଁ ବେଶ୍ ଲାଭଦାୟକ। ଏହା ପେଜ ଓ ତୋରାଣିରୁ ପ୍ରସ୍ତୁତ ହେଉଥିବାରୁ ଏହାକୁ ଖାଇଲେ ପେଟ ଥଣ୍ଡା ରହିଥାଏ। ଆସନ୍ତୁ ଜାଣିବା ଏହାର ଅନ୍ୟାନ୍ୟ ଫାଇଦା।