ରାତି ପାହିଲେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଉଠୁଛି ପଡୁଛି ପୁରା ପଶ୍ମିମ ଓଡିଶା । ଆସନ୍ତାକାଲି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପାଖରେ ସକାଳ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ନବାନ୍ନ ଲାଗି ହେବ । ତାପରେ ଘରେ ଘରେ ଲୋକେ ନୂଆ ଖାଇବେ । ମାଆଙ୍କ ପାଖରେ ନବାନ୍ନ ଲାଗି ପାଇଁ ପହଁଞ୍ଚି ସାରିଛି ପାହୁର ଭାର ।
Published: Chandan Shishu
Last updated: 31 August 2022, 11:30 PM IST
ଆୟୁର୍ବେଦ ମତ ଅନୁଯାୟୀ, ଶୀତଦିନେ କାଞ୍ଜି ଶରୀର ପାଇଁ ବେଶ୍ ଲାଭଦାୟକ। ଏହା ପେଜ ଓ ତୋରାଣିରୁ ପ୍ରସ୍ତୁତ ହେଉଥିବାରୁ ଏହାକୁ ଖାଇଲେ ପେଟ ଥଣ୍ଡା ରହିଥାଏ। ଆସନ୍ତୁ ଜାଣିବା ଏହାର ଅନ୍ୟାନ୍ୟ ଫାଇଦା।