Advertisment

ରଥାଋଢ ଚତୁର୍ଦ୍ଧାମୃର୍ତ୍ତିଙ୍କୁ ଶୁଖିଲା ଭୋଗ କାହିଁକି ଅର୍ପଣ କରାଯାଏ ?

ରଥାଋଢ ଚତୁର୍ଦ୍ଧାମୃର୍ତ୍ତିଙ୍କୁ ଅର୍ଣ୍ଣ ଭୋଗ ଲାଗିନଥାଏ । ପୂର୍ବ କାଳରୁ ଚାଲି ଆସିଛି ଏହି ପରମ୍ପରା। ପ୍ରଭୁଙ୍କ ନିକଟରେ ଶଂଖ କୋରା,ନଡିଆ କୋରା,ବଡ଼ କୋରା,ସାନ କୋରା ଓ ମଝାଲ କୋରା ସହିତ ବିଭିନ୍ନ ଫଳ ଭୋଗ ଲାଗି କରାଯାଏ ।

author-image
Prangyan Parimita
ଅଦ୍ୟତନ ହୋଇଛି

ରଥଋଢ ଚତୁର୍ଦ୍ଧାମୃତ୍ତିଙ୍କୁ ଅର୍ଣ୍ଣ ଭୋଗ ଲାଗିନଥାଏ । ପୂର୍ବ କାଳରୁ ଚାଲି ଆସିଛି ଏହି ପରମ୍ପରା। ପ୍ରଭୁଙ୍କ ନିକଟରେ ଶଂଖ କୋରା,ନଡିଆ କୋରା,ବଡ଼ କୋରା,ସାନ କୋରା ଓ ମଝାଲ କୋରା ସହିତ ବିଭିନ୍ନ ଫଳ ଭୋଗ ଲାଗି କରାଯାଏ । 

Advertisment
Odisha Puri Ratha Jatra
Advertisment
Advertisment