By: Pallipuspa Samal
Last updated: 15 March 2022, 12:54 PM IST
ଭାରି ସୁଆଦିଆ ଜୀରା ଦହି ଆଳୁ। ଗରମ ତେଲରେ ଭୃଷଙ୍ଗପତ୍ର, ଶୁଖିଲା ଲଙ୍କା, ଆମ୍ବ କଷିଆ ଅଦା ଦେଇ ହାଲକେଇକି ଫୁଟଣ ପକେଇ ଦେଲେ...ଖାଲି ତ ହାତକୁ ଚାଟୁଥିବେ...ଏବେ ଜାଣିରଖନ୍ତୁ ପୂରା ପ୍ରସ୍ତୁତ ପ୍ରଣାଳୀ ।