Other Videos

ସିଜୁଆନି ମଶରୁମ୍‌। ସିଝା ଆଳୁରେ କଟା ଅଦା, କଟା ପିଆଜ ଦେଇ ଅଳ୍ପ ତେଲରେ ବଘାରି ଦିଅନ୍ତୁ। ପରେ ବଟମ୍‌ ଛତୁ ମଝିରେ ଆଳୁ ବଘରା ଦେଇ ଏମିତି କରନ୍ତୁ ସିଜୁଆନି ମଶରୁମ୍‌ । ଏବେ ହିଁ ଲେଖି ରଖନ୍ତୁ କେମିତି କରିବେ ଏଇ ଡିଶ୍ । ନହେଲେ ଭୁଲିଯିବେ ପ୍ରସ୍ତୁତି ପ୍ରଣାଳୀ...

Taste of Odisha - Know the recipe of Schezwan Mushroom