ଭାରି ସୁଆଦିଆ ଛେନା ଭର୍ତା । ଜିରା, କଟା ପିଆଜ ଦେଇ ଗରମ ତେଲରେ ଟିକିଏ ଲଙ୍କା ଛୁଙ୍କ ଦେଇ ତିଆରି କରନ୍ତୁ ଛେନା ଭର୍ତା । ଟେଷ୍ଟ୍ ଏମିତି ହେବ ଯେ, ଥରେ ଖାଇଲେ ବାରମ୍ବାର ଖାଇବାକୁ ଇଚ୍ଛା ହେବ...
Published: Otv Khabar Bureau
Last updated: 18 May 2022, 02:19 PM IST
ପୁରୀର ଖାଇବା ନାଁ ଶୁଣିଲେ ଆପଣଙ୍କ ମନରେ କ‘ଣ ଭାବ ଆସେ, ଫେଣୀ ବା ଖଜା, କ୍ଷୀର ସର, ଅବଢ଼ା, ଏହି ସବୁ ଖାଦ୍ୟ ନିଶ୍ଚୟ ଆସୁଥିବ। ହେଲେ ଏହା ବ୍ୟତୀତ ପୁରୀର ଅନ୍ୟ ସୁସ୍ୱାଦୁ ଖାଦ୍ୟମାନଙ୍କ ବିଷୟରେ ଜାଣିଲେ ଆପଣ ତୁରନ୍ତ ପୁରୀ ଆସି ସେସବୁ ଚାଖିବାକୁ ଉଦ୍ୟତ ହେବେ। ଯଦି ଆପଣ ମିଠା ପ୍ରିୟ, ତେବେ ତ ଏ ଲେଖାଟି ଖାସ୍ ଆପଣଙ୍କ ପାଇଁ। ପୁରୀରେ ଆମ ଜଗା ଯାହା ସବୁ ଖାଏ ତାହାର ତ କଳନା ନାହିଁ।