ପୁଟୁଳୀ ପିଠା... ମଇଦାରେ ଆଣ ତିଆରି କରି ଟିକେ କୋରା ନଡ଼ିଆ ସହ ଚିନି ....ପରେ ପରେ ଆଣକୁ ଛୁଞ୍ଚିପତ୍ର ଷ୍ଟାଇଲରେ ଗଢି ତିଆରି କରନ୍ତୁ ପୁଟୁଳୀ ପିଠା। ଥରେ ଖାଇଲେ ବାରମ୍ବାର ଖାଇବାକୁ ହେବ ଇଚ୍ଛା..
Published: Pallipuspa Samal
Last updated: 04 July 2022, 03:05 PM IST
ପୁରୀର ଖାଇବା ନାଁ ଶୁଣିଲେ ଆପଣଙ୍କ ମନରେ କ‘ଣ ଭାବ ଆସେ, ଫେଣୀ ବା ଖଜା, କ୍ଷୀର ସର, ଅବଢ଼ା, ଏହି ସବୁ ଖାଦ୍ୟ ନିଶ୍ଚୟ ଆସୁଥିବ। ହେଲେ ଏହା ବ୍ୟତୀତ ପୁରୀର ଅନ୍ୟ ସୁସ୍ୱାଦୁ ଖାଦ୍ୟମାନଙ୍କ ବିଷୟରେ ଜାଣିଲେ ଆପଣ ତୁରନ୍ତ ପୁରୀ ଆସି ସେସବୁ ଚାଖିବାକୁ ଉଦ୍ୟତ ହେବେ। ଯଦି ଆପଣ ମିଠା ପ୍ରିୟ, ତେବେ ତ ଏ ଲେଖାଟି ଖାସ୍ ଆପଣଙ୍କ ପାଇଁ। ପୁରୀରେ ଆମ ଜଗା ଯାହା ସବୁ ଖାଏ ତାହାର ତ କଳନା ନାହିଁ।