Advertisment

ଆରମ୍ଭ ହେବାକୁ ଯାଉଛି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନୂତନ ଅଧ୍ୟାୟ

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଆରମ୍ଭ ହେବାକୁ ଯାଉଛି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କରିଥିବା ‘ଆୟୁଷ୍ମାନ ଭାରତ’ ଯୋଜନା। ଆସନ୍ତା ୧୧ରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ’ ସହ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନାର ହେବ ଶୁଭାରମ୍ଭ। କଟକ ବାଲିଯାତ୍ରା ପଡ଼ିଆରେ ଏହାର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି.ନଡ୍ଡା।

ଅଦ୍ୟତନ ହୋଇଛି

Ayushman Bharat
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ