Eye Infection
ବର୍ଷା ଆରମ୍ଭରୁ ରାଜ୍ୟସାରା ମାଡ଼ିଗଲାଣି ଆଖିଧରା ରୋଗ । ସ୍ଥିତିକୁ ଦେଖି ମାର୍ଗଦର୍ଶିକା ଜାରି କଲା ସ୍ବାସ୍ଥ୍ୟ ବିଭାଗ । ସଂକ୍ରମିତଙ୍କ ରୁମାଲ, ତଉଲିଆ, ଆଇ ଡ୍ରପ୍ ବ୍ୟବହାର ନକରିବାକୁ ପରାମର୍ଶ । ସ୍କୁଲ ପିଲାଙ୍କ ପ୍ରତି ଅଧିକ ଧ୍ୟାନ ଦିଆଯିବାକୁ ଜୋର ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)