କ୍ୟାନସର ରୋଗରେ ପୀଡ଼ିତ ଅଛନ୍ତି କି? ତେବେ ଟାର୍ଗେଟେଡ୍ ଥେରାପି କ’ଣ? ଶୁଣନ୍ତୁ କଣ କହୁଛନ୍ତି ଡାକ୍ତର...
Published: Otv Khabar Bureau
Last updated: 13 June 2022, 01:09 PM IST
ପାଳଙ୍ଗ ଓ ପତ୍ରଯୁକ୍ତ ପରିବା ଆଦି ଫ୍ୟାଟି ଲିଭରରୁ ଦୂରେଇ ରଖେ। ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ସବୁଜ ପନିପରିବାରେ ଥିବା ପଲିଫେନଲ୍ ଓ ନାଇଟ୍ରେଟ୍ ଲିଭରର ପିତକୋଷ ପାଇଁ ଉପଯୋଗୀ ହୋଇଥାଏ। ଏଥିସହିତ ଏଥିରେ ଥିବା ଆଣ୍ଟିଅକ୍ସିଡାଣ୍ଟ ଲିଭରର ମେଟାବୋଲିଜିମ୍ ନିୟନ୍ତ୍ରଣରେ ସହାୟକ ହୁଏ।