Advertisment

H3N2 ଇନ୍‌ଫ୍ଲୁଏନ୍‌ଜା; CDMOମାନଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର

ଔଷଧ, ଅକ୍ସିଜେନ୍ ଓ ଆଇସିୟୁ ସ୍ଥିତି ନିୟମିତ ଅନୁଧ୍ୟାନ କରିବାକୁ ଦିଆଯାଇଛି ପରାମର୍ଶ । ଏହାରି ଭିତରେ ଦୀର୍ଘ ୧୧୩ ଦିନ ପରେ ଦେଶରେ ପୁଣିଥରେ ୫୦୦ ଟପିଛି ଦୈନିକ କୋଭିଡ୍ ସଂକ୍ରମଣ । ଏଣୁ କୋଭିଡ୍ ଅନୁରୂପ ନିୟମ ପାଳନ ଲାଗି ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ।

Advertisment

H3N2 ଇନ୍‌ଫ୍ଲୁଏନ୍‌ଜା ନେଇ କେନ୍ଦ୍ର ସତର୍କ କରାଇବା ପରେ CDMOମାନଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର । H3N2 ସହ କୋଭିଡ୍ ସ୍ଥିତି ଉପରେ ନଜର ରଖିବା ସହ ସର୍ଭେଲାନ୍ସ, ଟେଷ୍ଟିଂ ବୃଦ୍ଧି, ଫିଭର କ୍ଲିନିକ୍ ଚାଲୁ ରଖିବାକୁ ଏଥିରେ କୁହାଯାଇଛି ।

Advertisment

ଏଥିସହିତ ଔଷଧ, ଅକ୍ସିଜେନ୍ ଓ ଆଇସିୟୁ ସ୍ଥିତି ନିୟମିତ ଅନୁଧ୍ୟାନ କରିବାକୁ ଦିଆଯାଇଛି ପରାମର୍ଶ । ଏହାରି ଭିତରେ ଦୀର୍ଘ ୧୧୩ ଦିନ ପରେ ଦେଶରେ ପୁଣିଥରେ ୫୦୦ ଟପିଛି ଦୈନିକ କୋଭିଡ୍ ସଂକ୍ରମଣ । ଏଣୁ କୋଭିଡ୍ ଅନୁରୂପ ନିୟମ ପାଳନ ଲାଗି ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ।

Doctors Corona
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ