Diphtheria
ଡିପ୍ଥେରିଆ ଏକ ଗଳା ସମ୍ବିନ୍ଧିତ ରୋଗ । ସାଧାରଣତଃ ଏହି ରୋଗ ୫ ବର୍ଷ ପିଲାଙ୍କଠାରେ ଦେଖାଯିବା ସହ ୬୦ ବର୍ଷ ପରେ ମଧ୍ୟ ଏହି ରୋଗ ହେବାର ସମ୍ଭାବନା ରହିଛି । ଏହା ବାୟୁ ବାହିତ ସଂକ୍ରମଣ ରୋଗ । ଗୋଟିଏ ରୋଗୀଠାରୁ ଅନ୍ୟ ଏକ ରୋଗୀର ବ୍ୟବହୃତ ବସ୍ତ୍ର, ଖ୍ୟାଦ୍ୟ ପଦାର୍ଥ ଆଦିରେ ଜୀବାଣୁ ଗୋଟିଏ ଶରୀରରୁ ଅନ୍ୟ ଏକ ଶରୀର ମଧ୍ୟକୁ ପ୍ରବେଶ କରିଥାଏ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)