Advertisment

ଏସସିବିରେ ଲିଭର ପ୍ରତିରୋପଣ ପାଇଁ ଆଉ କେତେ ବର୍ଷ ?

ବଡ଼ ବଡ଼ କୋଠା, ବଡ଼ ଡାକ୍ତରଖାନା, ବଡ଼ ଆଶା। ସେଥିରେ ପୁଣି କଟକ ଏସସିବିକୁ ବିଶ୍ୱସ୍ତରୀୟ କରିବାର ସ୍ବପ୍ନ। ହେଲେ ୧୦ ବର୍ଷ ତଳୁ ୨୨ କୋଟିର ବ୍ୟୟ ବରାଦ, କୋଟି କୋଟି ଟଙ୍କାର ଯନ୍ତ୍ରାଂଶ କିଣା ଏବଂ ଦୁଇ ଦୁଇ ଥର ଶୁଭାରମ୍ଭ ସତ୍ତ୍ବେ କଟକ ବଡ଼ ମେଡିକାଲରେ ଆରମ୍ଭ ହୋଇପାରୁନି ଯକୃତ ପ୍ରତିରୋପଣ ବ୍ୟବସ୍ଥା। ଦ୍ୱିତୀୟ ଥର ପାଇଁ ୨୦୨୧ ମସିହା ଅକ୍ଟୋବର ୨୫ ତାରିଖରେ ଏସସିବି ମେଡିକାଲର ହେପାଟୋଲୋଜି ବିଭାଗରେ ଲିଭର ଟ୍ରାନସ୍ ପ୍ଲାଣ୍ଟେସନ୍ ଓପିଡିର ଉଦଘାଟନ ଅବସରରେ ଦିବଙ୍ଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରଥମ ରୋଗୀ ଭାବେ ବିଚିତ୍ରା ନନ୍ଦ ଖଟୁଆଙ୍କ ଲିଭର ଟ୍ରାନ୍ସ ପ୍ଲାଣ୍ଟକୁ ଐତିହାସିକ ବୋଲି କହିଥିଲେ।

author-image
Sarbeswar

Cuttack SCB Medical
Advertisment
Advertisment