Fisherman Gets New Life
କଥାରେ ଅଛି ରଖେ ହରି ତ ମାରେ କିଏ। ୫ ଦିନ ପରେ ମଝି ସମୁଦ୍ରରୁ ଉଦ୍ଧାର ହେଲେ ମତ୍ସ୍ୟଜୀବୀ। ବଞ୍ଚିବାର ଆଶା ଟିକକ ଲାଗି ସେ ନୂଆ ଜୀବନ ପାଇଛନ୍ତି। ଏଭଳି ଘଟଣା ସାମ୍ନାକୁ ଆସିଛି ପଶ୍ଚିମବଙ୍ଗ ହଳଦିଆଅଞ୍ଚଳରୁ। ଟ୍ରଲର ଲେଉଟିବାର ୫ ଦିନ ପରେ ଜଣେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରୁ ଜୀବନ୍ତ ଉଦ୍ଧାର କରାଯାଇଛି। ବାଂଲାଦେଶର ଏକ ଜାହାଜ MV-ଜୱାଦେର ସଂପୃକ୍ତ ମତ୍ସ୍ୟଜୀବୀଙ୍କୁଉଦ୍ଧାର କରିଛି। ଆଉ ଇଏ ସେହି ଉଦ୍ଧାର ସମୟର ଦୃଶ୍ୟ। ସମୁଦ୍ରରେ ଭାସୁଥିବା ବେଳେ ତାଙ୍କୁଲାଇଫ୍ ଜ୍ୟାକେଟ ପିନ୍ଧାଇ ଏକ କ୍ରେନ୍ ସାହାଯ୍ୟରେ ଉଦ୍ଧାର କରାଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)