""
ଭଲ ଖବର Videos ବାର୍ତ୍ତା ଦେଉଛନ୍ତି ସବୁଜ ମଉସା ଗ୍ରୀନ ମ୍ୟାନ ଦିନବନ୍ଧୁ । ୫୦ ବର୍ଷ ଧରି ଲଗାଇ ଆସୁଛନ୍ତି ଗଛ । ପେଶା ତାଙ୍କର ଚାଷ, ହେଲେ ନିଶା ହେଉଛି ବୃକ୍ଷ ରୋପଣ । ପିଲାଟି ଦିନରୁ ଦିନବନ୍ଧୁଙ୍କର ବୃକ୍ଷପ୍ରତି ଅହେତୁକ ଭଲପାଇବା ପାଇଁ ଆଜି ସେ ଗ୍ରୀନ ମ୍ୟାନ ନାଁରେ ବେଶ୍ପରିଚିତ ହୋଇଛନ୍ତି । 08 Jun 2024 08:49 ISTPallipuspa Samal Follow Uslove for planting treesAdvertisment Read More Tree Man Jatani