""
ଭଲ ଖବର Videos ଓଟିଭି ଦେଖି ବେପାର କରି ଆଜି ମାଲାମାଲ କିଛି ନୂଆକରି ଦେଖାଇବାର ଆଶା... ଆଜି ଦେଇଛି ନୂଆ ପରିଚୟ । ସଫଳ ଧଳା ଘୁଷୁରୀ ପାଳନ କରି ନିଜ ଅଞ୍ଚଳରେ ଏବେ ବେଶ୍ ଜଣାଶୁଣା କୃତାର୍ଥ ପ୍ରଧାନ। ଦେଢ଼ ବର୍ଷ ତଳେ ଆରମ୍ଭ କରିଥିବା ଏହି ଫାର୍ମରେ ଏବେ ପାଖାପାଖି ୧୦୦ରୁ ଊର୍ଦ୍ଧ୍ୱ ଛୋଟ ବଡ଼ ଘୁଷୁରୀ ଅଛନ୍ତି । Pallipuspa Samal 01 Oct 2024 11:37 IST White Pig Farming White Pig FarmingAdvertisment Read More Advertisment ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ