By: Sarbeswar
Last updated: 16 June 2023, 11:19 PM IST
ପିଲାଛୁଆ କେହି ନାହାନ୍ତି । ଘର ଦ୍ୱାର ବି କିଛି ନାହିଁ...ଭଙ୍ଗା କୁଡିଆରେ ୮୫ ବର୍ଷରେ ରହୁଛନ୍ତି ଏଇ ଦମ୍ପତି । ଏତେ ଅଭାବରେ ରହୁଥିବା ପରେ ବି ଦିନେ ଏମାନଙ୍କ ଭିତରେ ଝଗଡା ହୋଇନି କି ମନମାଳିନ୍ୟ ହୋଇନି । କେବେ କିଛି ମାଗିନାହାନ୍ତି...ବୟସର ଅପରାହ୍ନରେ ମାଗୁଛନ୍ତି ଖଣ୍ଡେ ଘର